ରାଜ୍ୟ

ହାଡ଼ଭଙ୍ଗା ଜାଡ଼ରେ ଥରୁଛି ଦାରିଙ୍ଗବାଡ଼ି – Ibnodisha

[ad_1]

ଦାରିଙ୍ଗବାଡ଼ି: ଜାଡ଼ରେ ଥରୁଛି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି । ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ । ବିଗତ ୧୦ ଦିନରେ ଲଗାତାର ଭାବେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରଦ କ୍ରମଶଃ ହ୍ରାସ ପାଇବାରେ ଲାଗିଛି ।

ଫଳରେ ଶୀତର ପ୍ରକୋପ ବଢ଼ିବା ସହିତ ସକାଳୁ ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ। ଶୀତ ଆସିଲେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ସଂଖ୍ୟାରେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । ଦାରିଙ୍ଗବାଡ଼ିରେ ବର୍ତ୍ତମାନ ୮ ଡିଗ୍ରୀ ରୁ ଅଧିକ ଶୀତ ଅନୁଭୂତ ହେଉଛି ଯାହାକି ଏଠାକୁ ଆସୁଥିବା ପର୍ଯ୍ୟଟକ ପ୍ରାତଭ୍ରମଣ କରି ଶୀତର ଭରପୁର ମଜା ଉଠାଉଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button