ରାଜ୍ୟ

ରାଜ୍ୟରେ ଫେରିଲା କରୋନା, ଫେରିଲା ମାସ୍କ – Ibnodisha

[ad_1]

ଭୁବନେଶ୍ୱର : କରୋନା କଡ ଲେଉଟାଇବା ପରେ ତତ୍ପର ହେଲା ସ୍ୱାସ୍ଥ୍ୟ ବିଭାଗ । ଆଜି ରାଜ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ ପରେ ତତ୍ପର । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକ । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ । ଘରୁ ବାହରକୁ କୁଆଡେ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଗଲା । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ।

ରାଜଧାନୀରେ ଗର୍ଜ୍ଜିଲେ ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button