ରାଜ୍ୟ

କମିଲା ପେଟ୍ରୋଲ ଓ ଡିଜେଲ ଦର – Ibnodisha

[ad_1]

ଭୁବନେଶ୍ୱର: କମିଲା ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଦର ଗତକାଲି ତୁଳନାରେ ୮ ପଇସା କମିଛି ।  ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର କେତେ ରହିଛି ଆସନ୍ତୁ ନଜର ପକାଇବା ।

ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୬ ଟଙ୍କା ୩୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୪ ଟଙ୍କା ୨୭ ପଇସା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୬ ଟଙ୍କା ୦୩ ପଇସା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୭୬ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୨ ଟଙ୍କା ୬୩ ପଇସା ଥିବା ବେଳେ ଡିଜେଲ ଦାମ ୯୪ ଟଙ୍କା ୪୦ ପଇସା ରହିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button