ରାଜ୍ୟ

ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ,ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ – Ibnodisha

[ad_1]

ଖୋର୍ଦ୍ଧା : ଖୋର୍ଦ୍ଧାସ୍ଥିତ ଏକ ରିଫାଇନ୍ ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ। ସର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇ ଯାଇଛି। ରିଫାଇନ୍ ତେଲ ଫ୍ୟାକ୍ଟ୍ରିଟି ବାଘମାରୀ ଥାନା ସାରୁଅ ଶିଳ୍ପାଞ୍ଚଳରେ ଥିବା ଜଣାଯାଇଛି। ଆଜି ଦିନ ବେଳା ଉକ୍ତ ଫ୍ୟାକ୍ଟ୍ରିରେ କର୍ମଚାରୀ କାମରେ ନିୟୋଜିତ ଥିଲେ। ଉକ୍ତ ସମୟରେ ଫ୍ୟାକ୍ଟ୍ରିର ଗୋଦାମ ଓ ଅଫିସ ରୁମ୍‌ରେ ସର୍ଟ ସର୍କିଟ ହୋଇ ପ୍ରବଳ ଧୂଆଁ ବାହାରିଥିଲା। ଖବର ପାଇ ତୁରନ୍ତ ଦମକଳ ଗାଡ଼ି ପହଞ୍ଚି ନିଆଁ ଲିଭାରେ ନିୟୋଜିତ ଅଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button