ରାଜ୍ୟ

କଣ୍ଟେନରକୁ ଧକ୍କା ଦେଲା କାର, ଜଣେ ମୃତ – Ibnodisha

[ad_1]

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍‌ ନୟାକୋଟ ଥାନା ଧାନଗଦି ପେଟ୍ରୋଲ ପମ୍ପ ନିକଟରେ ଗତକାଲି ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମା’ ତାରିଣୀଙ୍କ ଦର୍ଶନ କରି ଫେରୁଥିବା ବେଳେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ କଣ୍ଟେନର ପଛରେ କାର୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି। କାର୍‌ରେ ଥିବା ଅନ୍ୟ ୪ଜଣ ଯାତ୍ରୀଙ୍କୁ ସ୍ଥାନୀୟ ଲୋକେ ଓ ପୁଲିସ ଉଦ୍ଧାର କରି ଡାକ୍ତରଖାନା ପଠାଇଛନ୍ତି। ମୃତ ମହିଳା ଜଣକ ହେଲେ ରାଉରକେଲାର ଉଷାରାଣୀ ମୁଦୁଲି (୩୫)।

ପୁରୀରେ ପାଣ୍ଡିଆନଙ୍କୁ ବିରୋଧ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button