ରାଜ୍ୟ

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫ କୋଭିଡ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ହୋଇଛି । ତେବେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ଥିବା ସୂଚନା ରହିଛି। ଅନ୍ୟପଟେ ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୮୪୧ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଦିନକରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ଘରେ ନୂଆବର୍ଷ ପାଳନ କରିବା ସହ ଭିଡ ସ୍ଥାନରୁ ଦୂରେଇ ରହିବା ଏବଂ ମାସ୍କ ବ୍ୟବହାର କରିବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button