ରାଜ୍ୟ

ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ୍ ଚିହ୍ନଟ – Ibnodisha

[ad_1]

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ପଜିଟିଭଙ୍କ ସଂଖ୍ୟା । ରାଜ୍ୟରେ ଆଜି ଆଉ ୨ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି । ଗତକାଲି ସୁଦ୍ଧା ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮ ଥିବା ବେଲେ ଆଜି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ।

ସେପଟେ କରୋନା ଟେଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଛି । ଯଦି କୌଣସି ବ୍ୟକ୍ତିଙ୍କୁ ଥଣ୍ଡା ଜ୍ୱର ଲାଗିରହୁଛି ସେମାନଙ୍କୁ ତୁରନ୍ତ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ପୂର୍ବ ଭଳି କରୋନା ଟେଷ୍ଟିଂ ସେଣ୍ଟର ସବୁବେଳେ ଖୋଲା ରହୁଥିବା ନେଇ ସୂଚନା ଦିଆଯାଇଛି

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button