ରାଜ୍ୟ

ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ହେବ ନାମକରଣ – Ibnodisha

[ad_1]

ସମ୍ବଲପୁର : ସମ୍ବଲପୁର ରେଙ୍ଗାଲି ଲାରିପାଲି ବୋରୱେଲରୁ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ହେବ ନାମକରଣ । ବୁର୍ଲା ଭୀମସାର ପକ୍ଷରୁ ଆଜି ଏକୋଇଶିଆରେ ଶିଶୁର ନାମକରଣ କରାଯିବ । ମେଡିକାଲ ପକ୍ଷରୁ ଶିଶୁଟିର ଏକୋଇଶିଆ ପାଳନକରାଯିବ  । ଏବେ ଭୀମସାରରେ ଚିକିତ୍ସାଧୀନ ରହିଛି ଶିଶୁକନ୍ୟା ।

ଗତ ଡିସେମ୍ୱରରେ ଓଡ୍ରାଫ୍, ଅଗ୍ନୀଶମ ବାହୀନୀଙ୍କ ସାତ ଘଣ୍ଟାର ସଂଘର୍ଷ ପରେ ଶିଶୁକୁ ବୋରୱେଲ ଭିତରୁ ଉଦ୍ଧାର କରାଯାଥିଲା । ପରେ ୫ ଜଣିଆ ଡାକ୍ତରୀ ଟିମ୍ ଶିଶୁଟିର ଚିକିତ୍ସା ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛି । ପୂର୍ବରୁ ଶିଶୁର ଶରୀରରେ ଦେଖାଯାଇଥିବା ସମସ୍ତ ପ୍ରକାରର ସମସ୍ୟା ଏବେ ଦୂର ହୋଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button