ଦେଶବିଶେଷ ପ୍ରସଙ୍ଗ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ‌ଭେଟିଲେ ଓଡ଼ିଶାରୁ ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତି

ଭୁବନେଶ୍ବର: ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଆଜି ଓଡ଼ିଶାର ପଦ୍ମ ପୁରସ୍କାରରେ ସମ୍ମାନିତ ବ୍ୟକ୍ତିବିଶେଷମାନେ ସାକ୍ଷାତ କରିଛନ୍ତି। ଓଡ଼ିଶାର ବିଶିଷ୍ଟ ସାହିତ୍ୟିକା ପ୍ରତିଭା ରାୟ, ସାନ୍ତାଳୀ ଲେଖିକା ଦମୟନ୍ତୀ ବେଶ୍ରା, ଲୋକକବି ହଳଧର ନାଗ୍ ଓ ସମାଜସେବୀ ଦୈତାରୀ ନାଏକ ଆଜି ଶ୍ରୀମତୀ ମୁର୍ମୁଙ୍କୁ ନୂଆଦିଲ୍ଲୀସ୍ଥିତ ବାସଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କ ଐତିହାସିକ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

Related Articles

Leave a Reply

Your email address will not be published. Required fields are marked *

Back to top button