ରାଜ୍ୟ

ଆଜିଠୁ ହେବ ହୀରାକୁଦରେ ପକ୍ଷୀ ଗଣନା – Ibnodisha

[ad_1]

ସମ୍ବଲପୁର : ଆଜିଠୁ ହେବ ହୀରାକୁଦ ପକ୍ଷୀ ଗଣନା । ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରରେ ବିଦେଶୀ ପକ୍ଷୀଙ୍କ ସାମଗମ ଆରମ୍ଭ ହୋଇଯାଇଛି । ତେଣୁ ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଏଠାରେ ପକ୍ଷୀ ଗଣନା ପାଇଁ ନିଷ୍ପତ୍ତି ହୋଇଛି । ଆଜି ପ୍ରାତଃରୁ ପକ୍ଷୀ ଗଣନା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ସମ୍ବଲପୁର ବନ୍ୟପ୍ରାଣୀ ବିଭାଗ ବନଖଣ୍ଡ ଅଧିକାରୀ ଅଂଶୁପ୍ରଜ୍ଞା ଦାଶ । ପକ୍ଷୀ ଗଣନା ପ୍ରତ୍ୟହ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜାରି ରହିବ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button