ରାଜ୍ୟ

କ୍ରାଇମବ୍ରାଞ୍ଚଙ୍କ ଉପରେ ବର୍ଷିଲେ ହାଇକୋର୍ଟ – Ibnodisha

[ad_1]

ଭୁବନେଶ୍ୱର : ରାଜ୍ୟରେ ସାଇବର କ୍ରାଇମବୃଦ୍ଧି ପାଉଥିବାକୁ ନେଇ ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଏହାସହ କ୍ରାଇମବ୍ରାଞ୍ଚ ଡିଜିଙ୍କୁ ରିପୋର୍ଟ ତଲବ କରିଛନ୍ତି। ଏକ ଠକେଇ ମାମଲାକୁ ନେଇ ତଦନ୍ତ ନେଇ ହାଇକୋର୍ଟ କ୍ଷୁବଧ । ଏହାର ଶୁଣାଣି ବେଳେ କ୍ରାଇମବ୍ରାଞ୍ଚକୁ କଡ଼ା ଭର୍ତ୍ସନା କରିଛନ୍ତି ହାଇକୋର୍ଟ। ସାଇବର କ୍ରାଇମ ରୋକିବା ଦିଗରେ ପୁଲିସର ପଦକ୍ଷେପ ଯଥେଷ୍ଟ ନୁହଁ କି ପ୍ରଭାବଶାଳୀ ନୁହଁ। ଏସବୁ ମାମଲାର ତଦନ୍ତ ନିରୁତ୍ସାହଜନକ। କ୍ରାଇମବ୍ରାଞ୍ଚ ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରୁନଥିବାରୁ ଅପରାଧୀମାନେ ଅଧିକ ଅପରାଧ ଘଟାଇବାକୁ ସାହସ କରୁଛନ୍ତି।ସତ୍ୟପାଠ ଜରିଆରେ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ ଏଡିଜି କ୍ରାଇମଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button