ରାଜ୍ୟ

ଆଜିଠାରୁ ନୀଳଗିରରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ – Ibnodisha

[ad_1]

ବାଲେଶ୍ଵର: ବହୁ ଦିନର ଅପେକ୍ଷାର ଅନ୍ତ ଘଟିଲା । ପୂରଣ ହେଲା ନୀଳଗିରିବାସୀଙ୍କ ସ୍ୱପ୍ନ । ଆଜିଠାରୁ ନୀଳଗିରିରୁ ବାଲେଶ୍ୱରକୁ ଗଡ଼ିବ ପାସେଞ୍ଜର ଟ୍ରେନ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସବୁଜ ସଙ୍କେତ ଦେଖାଇ ରେଳ ଚଳାଚଳର ଶୁଭାରମ୍ଭ କରିବେ । ନୀଳଗିରି ଗୋପୀନାଥପୁର ନିକଟରେ ନବ ନିର୍ମିତ ରେଳ ଷ୍ଟେସନରୁ ଗଡ଼ିବ ଟ୍ରେନ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button