ରାଜ୍ୟ

ଗ୍ୟାସ ଲିକ୍ ହୋଇ ସ୍କୁଲରେ ଲାଗିଲା ନିଆଁ – Ibnodisha

[ad_1]

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ମନକରପୁର ପ୍ରାଥମିକ ବିଦ୍ୟାଳୟରେ ଅଗ୍ନିକାଣ୍ଡା । ଅଳ୍ପକେ ବର୍ତ୍ତିିଗଲେ ଛାତ୍ରଛାତ୍ରୀ ଓ ରୋଷେୟା । ମଧ୍ୟାହ୍ନ ଭୋଜନ ରୋଷେଇ ଚାଲିଥିବା ବେଳେ ନିଆଁ ଲାଗିଯାଇଥିଲା । ଗ୍ୟାସ ଲିକ୍ ହୋଇ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ତେବେ ପିଲାମାନଙ୍କୁ ତୁରନ୍ତ ବାହାର କରି ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା । ତେବେ ଦମକଳ ବାହିନୀ ପହଞ୍ଚିି ନିଆଁକୁ ଆୟତ୍ତ କରିଥିଲା । ହେଲେ ନିଆଁରେ ସ୍କୁଲ ରୋଷେଇ ଘରର ଜିନିଷ ଜଳିଯାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button