ରାଜ୍ୟ
କ୍ଷୀରଚୋରା ଗୋପୀନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅଶ୍ୱିନୀ ବୈଷ୍ଣବ – Ibnodisha

[ad_1]
ବାଲେଶ୍ୱର: ଶନିବାର ଜିଲାରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ କାର୍ଯ୍ୟକ୍ରମ। ଜିଲାରେ ପହଂଚିବା ପରେ କେନ୍ଦ୍ରମନ୍ତ୍ରୀ ପ୍ରଥମେ ରେମୁଣାରେ ଥିବା କ୍ଷୀରଚୋରା ଗୋପିନାଥ ମନ୍ଦିର ଯାଇ ଦର୍ଶନ କରିଛନ୍ତି। ମନ୍ଦିରରେ ପୂଜାର୍ଚ୍ଚନା କରି ଅଶିଷ ଲାଭ କରିଛନ୍ତି। ଏହାପରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ବାହାରିଛନ୍ତି ଅଶ୍ୱିନୀ ବୈଷ୍ଣବ। କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସାଂସଦ ପ୍ରତାପ ଷଡଙ୍ଗୀ ଯୋଗ ଦେଇଛନ୍ତି। ନୀଳଗିରି ଗୋପୀନାଥପୁର ଠାରେ ନୂଆ ରେଲୱେ ଷ୍ଟେସନ ଶୁଭାରମ୍ଭ ଓ ବେତନଟୀରେ ସବ୍ ୱେ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
[ad_2]




