ରାଜ୍ୟ
ବାଇକ-ସ୍କୁଟି ମୁହାଁମୁହିଁ, ୩ ମୃତ – Ibnodisha

[ad_1]
ବାରିପଦା: ମୟୁରଭଞ୍ଜ ଜିଲ୍ଲା ଘାଗରବେଡ଼ା ଥାନା ବୁଡ଼ାମରା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଯୋଗୁ ଭଉୟ ଗାଡ଼ିର ଆରୋହୀ ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟଜଣଙ୍କୁ ତୁରନ୍ତ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ମଧ୍ୟରେ ସ୍ଥାନୀୟ ରାଇକଳା ଗାଁର ଜଣେ ଏବଂ ବୁଡ଼ାମରା ଗାଁର ୨ ଜଣ ରହଥିବା ଜଣାପଡ଼ିଛି ।
ମାର୍ଚ୍ଚ ୧୫ରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ବାର୍ଷିକ ପରୀକ୍ଷା
[ad_2]