ରାଜ୍ୟ
୨୨ରେ ଛୁଟି ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୟନାରାୟଣ – Ibnodisha

[ad_1]
ଭୁବନେଶ୍ୱର: ରାଜ୍ୟ ସରକାର ଆସନ୍ତା ୨୨ ତାରିଖକୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ବିରୋଧିଦଳ ନେତା ଜୟନାରାୟଣ ମିଶ୍ର । ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ଆସନ୍ତା ୨୨ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ଦେଶର ଅନେକ ରାଜ୍ୟରେ ସେହି ଦିନ ଛୁଟି ଘୋଷଣା କରାଯାଇଛି । ଉକ୍ତ ଦିନକୁ ପୂଣ୍ୟ ଓ ପବିତ୍ର ଦିନ ଭାବେ ପାଳନ କରିବା ପାଇଁ ଆହ୍ୱାନ ଦେବା ସହ ରାଜ୍ୟ ସରକାର ଛୁଟି ଘୋଷଣା କରନ୍ତୁ ।
ଆସନ୍ତାକାଲି ଲୋକାର୍ପିତ ହେବ ପରିକ୍ରମା ପ୍ରକଳ୍ପ
[ad_2]