ରାଜ୍ୟ

ଟ୍ରକକୁ ପଛରୁ ପିଟିଲା ବାଇକ୍; ୨ମୃତ – Ibnodisha

[ad_1]

accident

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ଉଲୁଡା ଛକ ନିକଟରେ ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ବାଇକ୍ ଧକ୍କା ଦେବାରୁ ୨ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ବସ୍ତା ଅଞ୍ଚଳରର ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏକ ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ପଛରୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ଦୁଇ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦେଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ କରୁଛି।

The post ଟ୍ରକକୁ ପଛରୁ ପିଟିଲା ବାଇକ୍; ୨ମୃତ appeared first on ONA KHABAR.

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button