ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ମୃତ – Ibnodisha

[ad_1]

ଭୁବନେଶ୍ୱର: ଦୁର୍ଘଟଣାରେ ୫ ମୃତ, ଜଣେ ଗୁରୁତର। ଗଂଜାମ ଭଂଜନଗର କେଶରିପାଟଣା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସ୍କୁଟି ଏବଂ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୩ ଏବଂ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁତର ଥିବା ଜଣଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏ ଦୁର୍ଘଟଣା ଘଟିଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button