ରାଜ୍ୟ

ରାଜ୍ୟରେ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ବର: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗୁରୁଚାପ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡିଶାର ଜିଲ୍ଲା ଗୁଡିକରେ କୋହଲା ପାଗ ଲାଗି ରହିଛି । ସୁଲୁସୁଲିଆ ପବନ ମଧ୍ୟ ବହୁଛି। ଗୁରୁଚାପ ବଳୟ ପ୍ରଭାବରେ ଆଜି ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପୁଣି ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ସହ ଆକାଶ ମେଘାଚ୍ଛନ୍ନ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ବିଭାଗ।

 

The post ରାଜ୍ୟରେ ବର୍ଷା ସମ୍ଭାବନା appeared first on ONA KHABAR.

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button