ରାଜ୍ୟ
୩ ଦିନ ଯାଏଁ ରାଜ୍ୟରେ ଘନ କୁହୁଡି – Ibnodisha

[ad_1]
ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ସମ୍ଭାବନା । ଉପକୂଳବର୍ତ୍ତୀ ଓ ପାଶ୍ୱର୍ବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ସମ୍ଭାବନା । କୁହୁଡି ପାଇଁ ୨୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ଗୁରୁଚାପ ପ୍ରଭାବରେ ଆସନ୍ତା ୬ ଦିନ ମଧ୍ୟରେ ହାଲୁକା ବର୍ଷା ସମ୍ଭାବନା ।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ
[ad_2]




