ରାଜ୍ୟ
ମାଡ଼ିଗଲା ଟ୍ରକ, ୩ ମୃତ – Ibnodisha

[ad_1]
ଭଦ୍ରକ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଚାଲିଗଲା ୩ ଜୀବନ । ଟ୍ରକ ଧକ୍କାରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ଭଦ୍ରକ ଜିଲ୍ଲା ରାଣୀତାଲ ସ୍ଥିତ ଘରୋଇ ଇଞ୍ଜିନିୟରିଂ ସମ୍ମୁଖରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ହିଁ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିଲେ । ଆହତଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ଦୁର୍ଘଟଣା ଘଟାଇବା ପରେ ଟ୍ରକ ଡ୍ରାଇଭର ଜଣକ ଟ୍ରକ ସହ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାଯାଇଛି ।
[ad_2]