ରାଜ୍ୟ

ଘାଟି ତଳକୁ ଖସିଲା ଅଣ୍ଡା ବୋଝେଇ ପିକଅପ ଭ୍ୟାନ – Ibnodisha

[ad_1]

ଦେବଗଡ଼ : ଦେବଗଡ଼ ଜିଲ୍ଲାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ଘାଟିର ୧୦୦ ଫୁଟ ତଳକୁ ଖସିଲା ଅଣ୍ଡା ବୋଝେଇ ପିକଅପ ଭ୍ୟାନ । ଯାହାଫଳରେ ଘଟିଛି ଏତେ ବଡ଼ ଭୟଙ୍କର ଦୁର୍ଘଟଣା । ଦୁର୍ଘଟଣାରେ ପିକଅପ ଭ୍ୟାନର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକ, ଗୁରୁତର ଆହତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଦେବଗଡ଼ ଜିଲ୍ଲା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ଦୁର୍ଘଟଣାରେ ପିକଅପ ଭ୍ୟାନଟି ସମ୍ପୂର୍ଣ୍ଣ ଭାଙ୍ଗି ନଷ୍ଟ ହୋଇଯାଇଛି । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । କୁହୁଡ଼ି କାରଣରୁ ଅଣ୍ଡା ବୋଝେଇ ପିକଅପ ଭ୍ୟାନ ଓଲଟି ପଡିଥିବା ସୂଚନା ମିଳିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button