ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୨ ମୃତ – Ibnodisha

[ad_1]

ଜଗତସିଂହପୁର: ଜଗତସିଂହପୁର ରାହାମା ତେରମାଣପୁର ମଠସାହିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। କଟକରୁ ପାରାଦୀପକୁ ବାଇକରେ ଯାଉଥିବାବେଳେ ଏହି ଅଘଟଣ ଘଟିଛି। ପରେ ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଅଯୋଧ୍ୟାରେ ପହଁଚିଲେ ମୋଦି

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button