ଦେଶ

ଆରତୀ ସମୟରେ ଅଯୋଧ୍ୟାରେ ଫୁଲ ବର୍ଷା କରିବ ସେନା ହେଲିକପ୍ଟର – Ibnodisha

[ad_1]

ଅଯୋଧ୍ୟା: ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଆରତୀ ସମୟରେ ଫୁଲ ବର୍ଷା କରାଇବ ଭାରତୀୟ ସେନା ହେଲିକପ୍ଟର ଏବଂ ମନ୍ଦିରରେ ଆରତୀ ସମୟରେ ୩୦ କଳାକାର ମନ୍ଦିର ପରିସରରେ ବିଭିନ୍ନ ଭାରତୀୟ ବାଦ୍ୟଯନ୍ତ୍ର ବଜାଇବେ।  ଏନେଇ ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ମନ୍ଦିର କର୍ତ୍ତୃପକ୍ଷ ଏହା ମଧ୍ୟ କହିଛନ୍ତି ସେ ସମସ୍ତ ଅତିଥିଙ୍କୁ ଘଣ୍ଟି ଦିଆଯିବ ଯାହା ଆରତୀ ସମୟରେ ବାଜିବ। 

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button