ରାଜ୍ୟ

ଆସନ୍ତାକାଲି କଂଗ୍ରେସରେ ମିଶିବେ ବଳଭଦ୍ର ମାଝୀ – Ibnodisha

[ad_1]

ଭୁବନେଶ୍ୱର: ଦୁଇ ସପ୍ତାହ ତଳେ ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆସନ୍ତାକାଲି କଂଗ୍ରେସରେ ମିଶିବେ । ଭବାନୀପାଟଣାରେ କଂଗ୍ରେସର ମିଶ୍ରଣ ପର୍ବରେ ସେ ସାମିଲ ହୋଇ ଦଳରେ ମିଶିବେ ।

କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଜାନୁଆରୀ ୮ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିଲେ ବଳଭଦ୍ର ମାଝୀ । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଥିବା ଇସ୍ତଫା ପତ୍ରରେ ବଳଭଦ୍ର ମାଝୀ ଲେଖିଥିଲେ, ୧୯୯୭ରେ ଦଳ ଗଠନ ହେବା ପରଠାରୁ ଆପଣଙ୍କ ସହିତ କାମ କରିବାର ସୁଯୋଗ ଦେଇଥିବାରୁ ଆପଣଙ୍କୁ ବହୁତ ଧନ୍ୟବାଦ ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button