ରାଜ୍ୟ

ସାଧାରଣତନ୍ତ୍ର ଦିବସ ପାଇଁ କାଲି ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ – Ibnodisha

[ad_1]

ଭୁବନେଶ୍ୱର :ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ ପାଇଁ ରାଜ୍ୟରେ ବନ୍ଦ ରହିବ ପେଟ୍ରୋଲ ପମ୍ପ। କେବଳ ଜରୁରୀ ସେବା ପାଇଁ ପ୍ରତି ଜିଲ୍ଲାରେ କିଛି ପେଟ୍ରୋଲ ପମ୍ପ ଖୋଲିବ । ଏହି ସୂଚନା ଦେଇଛନ୍ତି । ପେଟ୍ରୋଲିୟମ୍ ଡିଲର୍ସ ଆସୋସିଏସନ ସଭାପତି ଶଶାଙ୍କ ସାହୁ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ସହ ଆଲୋଚନା ପରେ ପେଟ୍ରୋଲିୟମ ଡିଲର୍ସ ଆସୋସିଏସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ସ୍ତ୍ରୀକୁ ମାରି ଜଙ୍ଗଲରେ ଫିଙ୍ଗିଲା ନୃସଂଶ ସ୍ୱାମୀ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button