ଅପରାଧ

କଟକ ଦରଖାପଟଣା ଦୁର୍ଗା ମନ୍ଦିରରୁ ଚୋରି – Ibnodisha

[ad_1]

କଟକ : ଗତକାଲି ବିଳମ୍ୱିତ ରାତିରେ ଦୁର୍ଗା ମନ୍ଦିରରୁ ମାଆଙ୍କର ବହୁ ମୁଲ୍ୟବାନ ସୁନା ରୁପା ଅଳଙ୍କାର ଚୋରି କରିନେଇଛନ୍ତି ଦୁର୍ବୃତ୍ତ । ଅଭିଯୋଗ ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ଖବର ମୁତାବକ, ଆଜି ସକାଳୁ ଯେତବେଳେ ମନ୍ଦିରର ପୂଜକ ଦ୍ବାର ଫିଟାଇ ଦେଖନ୍ତି ତ ମାଆଙ୍କ ମା’ଙ୍କ ଚାନ୍ଦି ମୁକୁଟ ସହ ସୁନା ଅଳଙ୍କାର, ମଙ୍ଗଳସୂତ୍ର, ସୁନା ଆଖି, ସୁନା ମୁକୁଟ ସହ ହୁଣ୍ଡି ଦାନବାକ୍ସରେ ଥିବା ଟଙ୍କା ଚୋରି ହୋଇଥିବା ପୂଜକ ଦେଖିଥିଲେ । ଏନେଇ ସେ ତୁରନ୍ତ ପୋଲିସକୁ ମଧୁପାଟଣା ଥାନାରେ ଅଭିଯୋଗ କରିଥିଲେ ।ଖବରପାଇ ପୋଲିସ ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିବା ସହ ଯାଞ୍ଚ ଆରମ୍ଭ କରିଛି । ଅନ୍ୟପଟେ ମା’ଙ୍କ ଅଳଙ୍କାର ଲୁଟ୍ ହେବା ଖବରପ୍ରକାଶ ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button