ରାଜ୍ୟ

ଦାୟିତ୍ୱ ଗ୍ରହଣ କଲେ ସଞ୍ଜୀବ ପଣ୍ଡା – Ibnodisha

[ad_1]

ଭୁବନେଶ୍ୱର: ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ସଞ୍ଜୀବ ପଣ୍ଡା। ଆଜି ବିଦାୟୀ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି।ପୁଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ଏହି ଅବସରରେ ନୂଆ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଆଗକୁ ସାଧାରଣ ନିର୍ବାଚନ ଥିବାରୁ ତାହାକୁ କିପରି ସୁରଖୁରୁରେ ସମ୍ପାଦନ କରାଯିବ, ସେଥିନିମନ୍ତେ ଏବେଠୁ ପ୍ରସ୍ତୁତି ଆରମ୍ଭ କରିବୁ। ଏଥିସହ ୫ଟି ଓ ମୋ’ ସରକାରର ସମସ୍ତ ନିୟମ ଅନୁପାଳନ କରିବୁ। ଏହାଦ୍ୱାରା ପୁଲିସ୍‌ ସାଧାରଣ ଲୋକଙ୍କ ନିକଟତର ହେବା ସହ ଅଧିକ ସେବା ଯୋଗାଇ ଦେଇ ପାରିବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button