ରାଜ୍ୟ

୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ – Ibnodisha

[ad_1]

ନବରଙ୍ଗପୁର: ନବରଙ୍ଗପୁର – ଜୟପୁର ରେଳପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଜମି ଅଧିଗ୍ରହଣରେ ଅହେତୁକ ବିଳମ୍ବ ପ୍ରତିବାଦରେ ଆଜି ନବରଙ୍ଗପୁର ଜିଲ୍ଲା ବନ୍ଦ ଡାକରା ଦେଇଛି ବିଜେପି ଯୁବ ମୋର୍ଚ୍ଚା। ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ତେବେ ବନ୍ଦରୁ ଅତ୍ୟାବଶକୀୟ ସାମଗ୍ରୀ କ୍ରୟ ସହ ଜରୁରୀକାଳୀନ ସେବାକୁ ବାଦ ଦିଆଯାଇଛି। ନବରଙ୍ଗପୁର- ଜୟପୁର ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଅର୍ଥ ବ୍ୟୟବରାଦ କରିଛନ୍ତି। ତେବେ ରାଜ୍ୟ ସରକାରଙ୍କ ପକ୍ଷରୁ ଜମି ଅଧିଗ୍ରହଣ ଅହେତୁକ ବିଳମ୍ବ ଜିଲ୍ଲା ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ସୂଚାଉଛି ବୋଲି ବିଜେପି ଯୁବ ମୋର୍ଚ୍ଚା ଅଭିଯୋଗ କରିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button