ରାଜ୍ୟ
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି – Ibnodisha

[ad_1]
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଆଜି ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସନ୍ଧ୍ୟାରେ ସମୟରେ ଭକ୍ତଙ୍କ ଲାଗି ୩ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।
[ad_2]




