ରାଜ୍ୟ

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ – Ibnodisha

[ad_1]

ବଲାଙ୍ଗୀର: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସାରେ ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଡାକ୍ତରକୁ ଆକ୍ରମଣ କରିଛନ୍ତି ମୃତ ରୋଗୀଙ୍କ ସମ୍ପର୍କୀୟ । ଡ୍ୟୁଟିରେ ଥିବା ଡାକ୍ତର୍ ଆର.ଏନ.ଏସ ଦଳ ପତିଙ୍କୁ ଆକ୍ରମଣ। ବିଳମ୍ବରେ ଆସିବା ସହିତ ମଦ୍ୟପାନ କରିଥିବା ଅଭିଯୋଗରେ ମେଡିକାଲରେ କିଛି ସମୟ ଧରି ଉତ୍ତେଜନା ପ୍ରକାଶ ପାଇଥିଲା। ମଦ୍ୟପ ଡାକ୍ତରଙ୍କୁ ନିର୍ଦ୍ଧୁମ ଛେଚିଥିଲେ ମୃତ ରୋଗୀଙ୍କ ସମ୍ପର୍କୀୟ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button