ରାଜ୍ୟ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ – Ibnodisha

[ad_1]

ପାରାଦୀପ: ପାରାଦୀପରେ ଦେଖାବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଗ୍ୟାସ ଟ୍ୟାଙ୍କର ଓଲଟିପଡିବାରୁ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲା ଗରଜଙ୍ଗା ଗାଁର ପ୍ରଭାତ ପାତ୍ର ବୋଲି ଜଣାପଡିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button