ରାଜ୍ୟ

ସକାଳ ୭ରୁ ରାତି ୯ ବାଲି ପରିବହନ ବନ୍ଦ : ହାଇକୋର୍ଟ – Ibnodisha

[ad_1]

ଭୁବନେଶ୍ୱର : ହାଇକୋର୍ଟର ବେଆଇନ୍ ବାଲି ଖାଦାନ ମାମଲା । ବାଲି ଉଠାଣ ଓ ପରିବହନ ଉପରେ ହାଇକୋର୍ଟଙ୍କ ଅଙ୍କୁଶ ବଳବତ୍ତର । ସକାଳ ୭ରୁ ରାତି ୯ ଯାଏଁ ବାଲି ପରିବହନ ଉପରେ ସଂପୂର୍ଣ୍ଣ କଟକଣା । ଅତ୍ୟାବଶ୍ୟକ ସ୍ଥଳେ ବାଲିଉଠାଣ ପାଇଁ ସର୍ତ୍ତମୂଳକ ଅନୁମତି । ମେସିନ୍ ଜରିଆରେ ବାଲି ଉଠାଣ ପାଇଁ ପରିବେଶ ମଞ୍ଜୁରୀ ଆବଶ୍ୟକ । ଭୌଗୋଳିକ ସ୍ଥିତି, ବାଲି ପରିମାଣ, ନଦୀ ଗତିପଥ ଦେଖି ଅନୁମତି ।

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button