ରାଜ୍ୟ

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି – Ibnodisha

[ad_1]

ନୂଆଦିଲ୍ଲୀ : ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ। ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ। ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି। ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button