ରାଜନୀତି

ଇସ୍ତଫା ଦେଲେ ବିହାର ବିଧାନସଭାର ବାଚସ୍ପତି – Ibnodisha

[ad_1]

ବିହାର : ଅନାସ୍ଥା ପ୍ରସ୍ତାବରେ ହଟିଲେ ବିହାର ବିଧାନସଭା ବାଚସ୍ପତି ଅବଧ ଚୌଧୁରୀ । ନୀତୀଶ କୁମାରଙ୍କ ନେତୃତ୍ୱରେ ନୂତନ ସରକାର ଗଠନ ପରେ ତାଙ୍କୁ ବାଚସ୍ପତି ପଦରୁ ହଟାଇବା ପାଇଁ ଏକ ଅବିଶ୍ୱାସ ପ୍ରସ୍ତାବ ଅଣାଯାଇଥିଲା, ଏହା ସତ୍ତ୍ୱେ ସେ ଏହି ପଦରୁ ଇସ୍ତଫା ଦେବେ ନାହିଁ ବୋଲି କହିଥିଲେ। ତେବେ ସୋମବାର ଏହି ପ୍ରସ୍ତାବ ଉପରେ ଆଲୋଚନା କରିବା ପରେ ସେ ବାଚସ୍ପତିଙ୍କ ଚେୟାର ଛାଡିଛନ୍ତି। ଅବଧ ଚୌଧୁରୀଙ୍କୁ ୧୨୫ ବନାମ ୧୧୨ ଭୋଟ୍‌ରେ ବାଚସ୍ପତି ପଦରୁ ହଟାଇ ଦିଆଯାଇଛି। ତାଙ୍କ ପରେ ବିଧାନସଭାର ଉପ ବାଚସ୍ପତି ମହେଶ୍ୱର ହଜାରୀ ଗୃହର ପ୍ରକ୍ରିୟା ପରିଚାଳନା କରିଛନ୍ତି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button