ରାଜନୀତି

ଆଜି ଓଡ଼ିଶା ଆସୁଛନ୍ତି ଶିବରାଜ ସିଂ ଚୈାହାନ – Ibnodisha

[ad_1]

ଜଗତସିଂହପୁର : ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ ବିଜେପି ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୈାହାନ । ଶ୍ରୀ ଚୈାହାନ ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତ୍ତା ସମ୍ମିଳନୀରେ ଯୋଗ ଦେବା ପରେ ଶ୍ରୀ ଚୈାହାନ ପ୍ରସିଦ୍ଧ ମା ଶାରଳା ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିବେ । ଏହା ପରେ ସେ ସଂଧ୍ୟାରେ କଟକସ୍ଥିତ ଶାରଳା ଭବନରେ ଆୟୋଜିତ କଟକ ସଂସଦୀୟ କ୍ଷେତ୍ର କାର୍ୟ୍ୟକର୍ତା ସମ୍ମିଳନୀରେ ଯୋଗ ଦେବେ । କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀଙ୍କ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସାଧାରଣ ସଂପାଦକ ଡ.ଯତୀନ ମହାନ୍ତି ସୁଚନା ଦେଇଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button