ରାଜ୍ୟ

ପୁରୀ ଗସ୍ତରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ – Ibnodisha

[ad_1]

ପୁରୀ : ପୁରୀରେ ଗସ୍ତରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ। ଆଜି ପବିତ୍ର ଶ୍ରୀପଞ୍ଚମୀ ଅବସରରେ ପାଣ୍ଡିଆନ ସକାଳୁ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ଆଶିଷ ଲାଭ କରିଥିଲେ। ଏହି ଗସ୍ତରେ ଅବସରରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ବୁଲି ଥିଲେ। ପୂର୍ବରୁ ପରିକ୍ରମା ପ୍ରକଳ୍ପ ନିର୍ମାଣ ଚାଲିଥିବା ବେଳେ ବିଭିନ୍ନ ସମୟରେ ପୁରୀ ଆସି ନିର୍ମାଣ କାର୍ୟ୍ୟର ଅଗ୍ରଗତି ସମୀକ୍ଷା କରୁଥିଲେ। ତେବେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ୟ୍ୟ ଶେଷ ହେବା ପରେ ମଧ୍ୟ ସେ ପରିକ୍ରମା ମାର୍ଗ ବୁଲି ଦେଖିଥିଲେ। ପରିକ୍ରମା ମାର୍ଗରେ ଭକ୍ତଙ୍କ ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button