ରାଜନୀତି

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଲେ ମନମୋହନ ସାମଲ – Ibnodisha

[ad_1]

ଭୁବନେଶ୍ୱର : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଭେଟିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ପ୍ରଦୀପଙ୍କ ଭୁବନେଶ୍ୱର ସରକାରୀ ବାସଭବନରେ ଭେଟିଲେ । ଉଭୟଙ୍କ ସାକ୍ଷାତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା । ଅଶ୍ୱିନୀଙ୍କ ପାଇଁ ସମର୍ଥନ ଯୋଗାଡି ଲାଗି ଭେଟିଥିବା ଚର୍ଚ୍ଚା । ଅଶ୍ୱିନୀ ବୈଷ୍ଣବଙ୍କୁ ରାଜ୍ୟ ବିଜେପି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି । ତେବେ ପ୍ରଦୀପ ବିଜେପିରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ବିଜେଡିରୁ ବହିଷୃତ ହୋଇଥିଲେ ଗୋପାଳପୁର ବିଧାୟକ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button