ରାଜନୀତି

ଏଥର ଅରେଞ୍ଜ ଦେଖିବା-ପ୍ରଦୀପ – Ibnodisha

[ad_1]

ଭୁବନେଶ୍ୱର : ରାଜ୍ୟରେ ଏଥର ଅରେଞ୍ଜ ଦେଖିବା କହିଲେ ପ୍ରଦୀପ ପାଣିଗ୍ରାହୀ । ଗ୍ରୀନ ବହୁତ ଦେଖିଲେ, ହ୍ୱାଇଟ ବି ଦେଖିଲେ, ଏବେ ଅରେଞ୍ଜ ଦେଖିବା । ଗଣତନ୍ତ୍ରରେ ଲୋକମତ ହିଁ ସବୁଠାରୁ କ୍ଷମତାଶାଳୀ । ଲୋକ ନିଷ୍ପତ୍ତି ନେଲେ ପ୍ରଶାସନର ଭୟ କି ପଇସା କିଛି କାମ ଦେବନି । ୨୦୧୫ରୁ କେନ୍ଦ୍ର ପାଖରେ ବିଜେଡି ପୂରା ସମର୍ପିତ ହୋଇଯାଇଛି । ଏମାନେ ବିଜେପି ପ୍ରାର୍ଥୀଙ୍କୁ ସମର୍ଥନ ଦେବାକୁ ବାଧ୍ୟ କହିଲେ ପ୍ରଦୀପ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button