ରାଜ୍ୟ

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା – Ibnodisha

[ad_1]

ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ସମ୍ଭାବନା। ତେବେ ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ଦେଓଗଡ଼ରେ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ସକ୍ରିୟ ଥିବା ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଚଳାଚଳ ପ୍ରବେଶ କରିଥିବାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ସାଙ୍ଗକୁ ଘନ କୁହୁଡି ହେବାର ସମ୍ଭାବନା ମଧ୍ୟ ରହିଛି। ତେବେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ଅଂଚଳଇଲା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କେତେକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button