ରାଜ୍ୟ
ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ – Ibnodisha

[ad_1]

ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ସମନ କଲା ଇଡି । ବାରିପଡା ଇଂଜିନିୟରିଂ କଲେଜ ଜମି ମାମଲାରେ ସମନ । ପ୍ରଫୁଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ସମନ କଲା ଇଡି । ଡକ୍ୟୁମେଣ୍ଟ ସହ ହାଜର ହେବାକୁ ସମନ କଲା ଇଡି ।
ମନ୍ତ୍ର ଧୂନିରେ ପ୍ରକମ୍ପିତ ହେଉଛି ଖଣ୍ଡଗିରି କୁମ୍ଭ ମେଳା
The post ପ୍ରଫୁଲ୍ଲ ସାମଲଙ୍କୁ ଇଡି ସମନ appeared first on ONA KHABAR.
[ad_2]




