ରାଜନୀତି

ବିଜେଡିରେ ଯୋଗ‌ଦେଲେ ଅନୁଗୁଳ ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ବିପ୍ଳବ ଜେନା – Ibnodisha

[ad_1]

ଭୁବନେଶ୍ବର: ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ପଦବିରୁ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିବା ବିପ୍ଳବ ଜେନା ରବିବାର ବିଜେଡିରେ ଯୋଗ ଦେଇଛନ୍ତି।

ସ୍ଥାନୀୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିପ୍ଳବଙ୍କ ସମେତ ପ୍ରାୟ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ସମସ୍ତ ନବାଗତ କର୍ମୀଙ୍କୁ ଦଳକୁ ସ୍ୱାଗତ କରିଛନ୍ତି । ଏହି ଅବସରରେ ପାରମ୍ପରିକ ନୃତ୍ୟ ବାଦ୍ୟରେ ଶଙ୍ଖ ଭବନ ପ୍ରକମ୍ପିତ ହୋଇଥିଲା। ବିପ୍ଲବଙ୍କ ପିତା ସ୍ବର୍ଗତ ରମେଶ ଜେନା ଅନୁଗୁଳରୁ ଥରେ ବିଧାୟକ ଥିଲେ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button