ରାଜନୀତି

ମାର୍ଚ୍ଚ ପହିଲାରେ କଂଗ୍ରେସ ଟିକେଟ ଘୋଷଣା – Ibnodisha

[ad_1]

ଭୁବନେଶ୍ୱର: ମାର୍ଚ୍ଚ ପହିଲାରେ ପ୍ରଥମ ପର୍ଯ୍ୟାୟ ଟିକେଟ ଘୋଷଣା କରିବ କଂଗ୍ରେସ । ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୭୦ଟି ଟିକେଟ ଘୋଷଣା କରାଯିବ । ପ୍ରଦେଶ ନିର୍ବାଚନ କମିଟି ବୈଠକ ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୂଚନା । ଆଗୁଆ ଟିକେଟ ପ୍ରଦାନ ପାଇଁ କଂଗ୍ରେସ ପିଇସି କମିଟି ବୈଠକ । ବୈଠକରେ ନିର୍ବାଚନ କମିଟିର ୨୩ ଜଣ ସଦସ୍ୟ ଉପସ୍ଥିତ ଅଛନ୍ତି । ପ୍ରଗମନ ଆପରେ ଆବେଦନ କରିଥିବା ଆଶାୟୀଙ୍କ ବିଷୟରେ ଆଲୋଚନା । ବିଧାୟକ ପାଇଁ ୩ ହଜାର, ସାଂସଦ ପାଇଁ ୭୦୦ ଆବେଦନ କରିଛନ୍ତି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button