ଦେଶ

୩ ରାଜ୍ୟସଭା ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚନ – Ibnodisha

[ad_1]

ଭୁବନେଶ୍ୱର : ନିଦ୍ୱର୍ନ୍ଦ୍ୱରେ ନିର୍ବାଚନ ହେଲେ ଓଡିଶାର ୩ ରାଜ୍ୟସଭା ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ, ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ ନିର୍ବାଚିତ । ଅନ୍ୟ କୌଣସି ପ୍ରାର୍ଥୀ ନାମାଙ୍କନ ଭରି ନଥିବାରୁ ୩ ଜଣ ନିର୍ବାଚିତ । ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସମୟ ସରିବାରୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚନି । ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ ଜଣଙ୍କ ନାମାଙ୍କନ ଭରି ଥିବାବେଳେ ୧୫ ତାରିଖରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ। ତେବେ ଖୁବଶୀଘ୍ର ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ଦିଲ୍ଲୀ ଯାଇ ସାଂସଦ ଭାବେ ଶପଥ ନେବେ ବୋଲି ସୂଚନା ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button