ରାଜ୍ୟ
ବଢିଲା ସ୍ୱାବଲମ୍ବୀ କାରିଗରଙ୍କ ପ୍ରାପ୍ୟ – Ibnodisha

[ad_1]
ଭୁବନେଶ୍ୱର : ସ୍ୱାବଲମ୍ବୀ କାରିଗରମାନଙ୍କ ପ୍ରାପ୍ୟ ବୃଦ୍ଧି କଲେ ରାଜ୍ୟ ସରକାର । ପାରିଶ୍ରମିକ ୪ ହଜାର ଟଙ୍କାରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି । ଏହା ଦ୍ୱାରା ୧୩ ହଜାର ସ୍ୱାବଲମ୍ବୀ କାରିଗର ଉପକୃତ ହେବେ ।
କମିବ ଦିନ ତାପମାତ୍ରା
[ad_2]