ରାଜନୀତି

ଦୁର୍ନୀତି ବିରୋଧରେ ସ୍ୱର ଉଠାଇବ କଂଗ୍ରେସ – Ibnodisha

[ad_1]

ଭୁବନେଶ୍ୱର: ଦୁର୍ନୀତି ବିରୋଧରେ ସ୍ୱର ଉଠାଇବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏହାସହିତ ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା ଓ ନାରୀ ନିର୍ୟାତନା ବୃଦ୍ଧି ହୋଇଛି । ଏହା ବିରୋଧରେ ପ୍ରତିବାଦ କରିବାକୁ ଯାଇ କଂଗ୍ରେସ ସୋମବାର ସରକାର ବିରୋଧରେ ଲୋକସେବା ଭବନ ଘେରାଉ କରିବ । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି ।

[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button