ରାଜନୀତି

ତେଜିଲା ବିଜେଡିର ସତ୍ୟବାଦୀ କଳି – Ibnodisha

[ad_1]

ଓଡିଶା : ସତ୍ୟବାଦୀ ନିର୍ବାଚନ ମଣ୍ଡଳୀକୁ  ନେଇ ତେଜିଲା ବିଜେଡି କଳି । ସଂଜୟ ଦାସବର୍ମାଙ୍କ ଭିଡିଓ ଭାଇରାଲ ପରେ ଉମାସାମନ୍ତ ରାୟଙ୍କ କଡା ଟିପ୍ପଣୀ । କିଏ କଣ କହିଲା ସେଥିରେ ଯାଏଆସେ ନାହିଁ କହିଲେ ବିଧାୟକ ଉମାସାମନ୍ତ ରାୟ । ଦଳର ସୁପ୍ରିମୋ କିଛି ଟିକେଟ ଘୋଷଣା କଲେଣି କି ପଚାରିଲେ ଉମା । ସତ୍ୟବାଦୀରେ ବିଜେଡି ଖାତା ମୁଁ ଖୋଲିଥିଲି ବୋଲି କହିଲେ ଉମା । ସତ୍ୟବାଦୀ କହିଲେ ଉମା ସାମନ୍ତରାୟ ବୋଲି ଦମ୍ଭୋକ୍ତି କଲେ । ସତ୍ୟବାଦୀରୁ ପ୍ରାର୍ଥୀ ହେଉଥିବା ନେଇ ସଂଜୟଙ୍କ ଭିଡିଓ ଭାଇରାଲ ହୋଇଥିଲା । ସତ୍ୟବାଦୀରୁ ସେ ବିଜେଡି ପ୍ରାର୍ଥୀ ହେଉଥିବା ସଂଞ୍ଜୟ କହୁଥିବା ଦେଖାଯାଇଥିଲା । ଉମାଙ୍କୁ ବ୍ରହ୍ମଗିରି ପଠାଯିବ ଓ ସେ ସତ୍ୟବାଦୀରୁ ପ୍ରାର୍ଥୀ ହେଉଥିବା କହିଥିôଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button