ରାଜନୀତି

କେନ୍ଦୁଝରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ – Ibnodisha

[ad_1]

କେନ୍ଦୁଝର : କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ହେଲିକପ୍ଟରରେ ରାଇସୁଆଁ ଏୟାରଷ୍ଟ୍ରିପରେ ପହଞ୍ଚିଥିଲେ । ରାଇସୁଆଁରୁ ଗୋନାସିକା ଅଭିମୁଖେ ରାଷ୍ଟ୍ରପତି ଯାତ୍ରା କରିବେ । ଗୋନାସିକାରେ ଜୁଆଙ୍ଗ ଜନଜାତିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ଖଣି ଦୁର୍ନୀତି ମାମଲାରେ ଅଖିଳେଶ ଯାଦବଙ୍କୁ ସିବିଆଇ ପଠାଇଛି ସମନ

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button