ରାଜ୍ୟ

ମାର୍ଚ୍ଚ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ – Ibnodisha

[ad_1]

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣି ଓଡ଼ିଶା ଆସିବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବିଷୟରେ ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍‌ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button