ଦେଶ

ଟ୍ରକ୍-କାର୍ ମୁହାଁମୁହିଁ ଧକ୍କା: ୩ ମୃତ, ୪ ଗୁରୁତର – Ibnodisha

[ad_1]

ନୂଆଦିଲ୍ଲୀ: ଦିଲ୍ଲୀ ବଦରପୁର ଫ୍ଲାଏଓଭରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଏବଂ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଥିବା ସୂଚନା ମିଳିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଛି।

ସମସ୍ତେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଫରିଦାବଦକୁ ଯାଇଥିଲେ। ଶନିବାର ବିଳମ୍ବିତ ରାତିରେ କାରଟି ଦ୍ରୃତ ଗତିରେ ଆସୁଥିବାବେଳେ ଭାରସାମ୍ୟ ହରାଇ ଡିଭାଇଡରେ ପିଟି ହୋଇ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକକୁ ଧକ୍କା ଦେଇଥିଲା। ପରେ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

[ad_2]

ibn-odisha

Related Articles

Leave a Reply

Your email address will not be published. Required fields are marked *

Back to top button